ବିଶ୍ୱ ପରିବେଶ ଦିବସ ପାଳିତ : ସବୁଜ ପୃଥିବୀ ଗଠନ ପାଇଁ ସମସ୍ତଙ୍କୁ ଆହ୍ୱାନ
ବୁଗୁଡ଼ା, 05/06/2026, ଉତ୍କଳ voice: (ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସ୍ୱେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ପରିବେଶ ସୁରକ୍ଷା, ବୃକ୍ଷରୋପଣ, ପ୍ଲାଷ୍ଟିକ ବର୍ଜନ ଓ ପରିଷ୍କାର-ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେଇ ରାଲି, ଶପଥ ପାଠ ଓ ସଚେତନତା ସଭା ଅନୁଷ୍ଠିତ ହୋଇଛି। ବୃଦ୍ଧି ପାଉଥିବା ପ୍ରଦୂଷଣ, ଜଙ୍ଗଲ ନଷ୍ଟ ଏବଂ ଜଳବାୟୁ ପରିବର୍ତ୍ତନ ମାନବ ସମାଜ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ତେଣୁ ପରିବେଶର ସନ୍ତୁଳନ ରକ୍ଷା ପାଇଁ ପ୍ରତ୍ୟେକ ନାଗରିକଙ୍କ ସକ୍ରିୟ ଭୂମିକା ଆବଶ୍ୟକ। ଏହି ଅବସରରେ ବୁଗୁଡ଼ା ବ୍ଲକ...
ପଢିବା ଜାରି ...